ଅଗଷ୍ଟ ୦୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ – ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ । ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ । ରୋଗୀ- ଚକ୍ଷୁ ପୀଡା ହେବ । ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ । କର୍ମଜୀବି- ପ୍ରମୋସନ୍ ମିଳିବ […]