ଜରୁରୀକାଳୀନ ବ୍ୟବହାର ପାଇଁ ଆଉ ଏକ କରୋନା ଔଷଧକୁ ମଞ୍ଜୁରୀ ଦେଲା ଡିସିଜିଆଇ
ନୂଆଦିଲ୍ଲୀ: କରୋନାକୁ ମୁକାବିଲା କରିବାକୁ ଜରୁରୀକାଳୀନ ବ୍ୟବହାର ପାଇଁ କେନ୍ଦ୍ର ସରକାର ଆଜି ଆଉ ଏକ ଔଷଧକୁ ମଞ୍ଜୁରୀ ଦେଇଛନ୍ତି | ଔଷଧ ନିର୍ମାଣକାରୀ କମ୍ପାନୀ ଜାଏଡ଼ସ କାଡ଼ିଲା ଦ୍ୱାରା ପ୍ରସ୍ତୁତ ଭିରାଫିନକୁ ଭାରତୀୟ ଔଷଧ ନିୟାମକ ବା DCGI (ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆ) ଅନୁମୋଦନ ଦେଇଛି । ଜରୁରୀକାଳୀନ ବ୍ୟବହାର ପାଇଁ DCGI ଏହି ଔଷଧକୁ ବ୍ୟବହାର ପାଇଁ ଅନୁମତି ଦେଇଛି | କରୋନା ରୋଗୀଙ୍କ ପାଇଁ ବର୍ତ୍ତମାନ ଫାଭିପିରାଭିର ଓ ରେମଡେସିଭିର […]