ବିଶିଷ୍ଟ ହୋମିଓପାଥି ଚିକିତ୍ସକ ପ୍ରଫେସର ଡାକ୍ତର ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ସମ୍ମାନ
ଭୁବନେଶ୍ୱର,୧୬/୦୪: ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ହୋମିଓପାଥି ଫିଜିସିଆନ ତରଫରୁ ୨୦୨୧ ବର୍ଷ ପାଇଁ ବିଭିନ୍ନ ପୁରସ୍କାର ଘୋଷଣା କରାଯାଇଛି । ସୁନାମଧନ୍ୟ ହୋମିଓପାଥି ଚିକିତ୍ସକ ତଥା ଡା. ଅଭିନ୍ନଚନ୍ଦ୍ର ହୋମିଓପାଥିକ ଭେଷଜ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡା. ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ପୁରସ୍କାର ନିମନ୍ତେ ଚୟନ କରାଯାଇଛି । ପୂର୍ବରୁ ପ୍ରଫେସର ମହାନ୍ତି ଭାରତ ସରକାରଙ୍କ ତରଫରୁ ସର୍ବୋତ୍ତମ ଶିକ୍ଷକ ଭାବରେ ସମ୍ମାନିତ ହୋଇଛନ୍ତି । ଏହି ପୁରସ୍କାର ତାଙ୍କୁ ୨୦୧୮ରେ ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ […]