ଦୈନନ୍ଦିନ ଖାଦ୍ୟରେ ଏହାକୁ ଗୁରୁତ୍ବ ଦେଲେ ଦୂର ହେବ ହୃଦ୍ଘାତ ସମସ୍ୟା
ହୃଦ୍ଘାତ ଆଜିକାଲିକା ସମୟ ପାଇଁ ଏକ ସାଧାରଣ କଥା। ଅନେକ ଲୋକଙ୍କର ଏହି ସମସ୍ୟାରେ ପ୍ରାଣହାନୀ ଘଟୁଛି। ଏହା ନିୟନ୍ତ୍ରଣାଧୀନ ହେଲେ ନିକିଷକରେ ଜୀବନ ଚାଲି ଯାଇପାରେ। ବିଶେଷ କରି ଖାଇବା ପିଇବାରେ ଅବହେଳା ହେତୁ ହୃଦ୍ଘାତ ହୋଇଥାଏ। ନିଜର ଠିକ୍ ଭାବେ ଯତ୍ନ ନେଲେ ଆପଣ ନିଜକୁ ହୃଦ୍ଘାତଠାରୁ ଦୂରେଇ ରଖିପାରିବେ। ଦୈନନ୍ଦିନ କାବ୍ରୋହାଇଡ୍ରେଟ୍ସ, ପ୍ରୋଟିନ୍, ଫ୍ୟାଟ୍, ଭିଟାମିନ୍ ଏବଂ ଫାଇବର୍ ଯୁକ୍ତ କିଛି ନା କିଛି ଖାଦ୍ୟ ଖାଆନ୍ତୁ। ଯଦି ଆପଣ ଓଜନ କମାଇବାକୁ […]