ଅଦା ପାଣିର ଗୁଣ ଅନେକ : କମାଏ କୋଲେଷ୍ଟ୍ରଲ, ନିୟନ୍ତ୍ରିତ ହୁଏ ମଧୁମେହ
ନୂଆଦିଲ୍ଲୀ ୧୦/୦୪: ଆୟୁର୍ବେଦରେ ଅଦାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଡିବୁଟି ଭାବରେ ଗଣାଯାଇଛି । ଔଷଧୀୟ ଗୁଣର ଭଣ୍ଡାର ହେଉଛି ଅଦା ଯାହା ଭୋକ ବଢାଇବାରେ ମଧ୍ୟ ସାହାଯ୍ୟ କରିଥାଏ । ଥଣ୍ଡା ଏବଂ କାଶ ବ୍ୟତୀତ ଅଦା ଶ୍ୱାସ ଜନିତ ରୋଗ, ଗଣ୍ଠି ଯନ୍ତ୍ରଣା ଏବଂ ବାନ୍ତି ଭଳି ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ । ଯଦି ଆପଣ ଅଦା ଦ୍ୱାରା ନିଜ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବାକୁ ଚାହାଁନ୍ତି, ତେବେ ଆପଣ ଅଦା ପାଣି ପିଇବା ଆରମ୍ଭ […]