ସିମେଣ୍ଟ ବସ୍ତା ତଳେ ଚାପି ହୋଇଗଲେ ୩୦ ଶ୍ରମିକ, ୪ ଗୁରୁତର
ବାଲେଶ୍ୱର,୧୩/୦୩: ସିମେଣ୍ଟ ବସ୍ତା ଖସି ୪ ଶ୍ରମିକ ଗୁରୁତର । ବାଲେଶ୍ୱର ଜିଲ୍ଲା ରୁପ୍ସା ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି । ଗୁରୁତର ଶ୍ରମିକମାନେ ହେଉଛନ୍ତି ବସ୍ତା ଥାନା ଉଲଡା ଗ୍ରାମର ଗଙ୍ଗାଧର ଦଳେଇଙ୍କ ପୁଅ କାର୍ତ୍ତିକ(୩୨), ରୁପ୍ସା ଥାନା ତାହାରପୁର ଗ୍ରାମର ବ୍ରଜମୋହନ ସେନାପତିଙ୍କ ପୁଅ ରମେଶ(୨୭) ଓ କାର୍ତ୍ତିକ ଚନ୍ଦ୍ର ବାରିକ(୩୫), ଦୁର୍ଗାପୁର ଗ୍ରାମର ଗୁରୁ ସିଂ (୩୮) । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଗୁରୁବାର ବାମଡ଼ାଠାରେ ଥିବା […]