ମନ୍ଦିରରୁ ମିଳିଥିବା ଭଗବାନଙ୍କ ଫୁଲକୁ ଏହିଭଳି ସାଇତି ରଖନ୍ତୁ, କରନ୍ତୁନି ଭୁଲ
ଭୁବନେଶ୍ୱର ୦୭/୦୨ : ବେଳେ ବେଳେ ମନ୍ଦିରରେ ପୂଜାରୀ ଆମକୁ ଠାକୁରଙ୍କ ଚରଣରୁ ଫୁଲ କିମ୍ବା ଫୁଲ ମାଳ ଆଣି ଦେଇଥାନ୍ତି। ମନ୍ଦିରରୁ ଠାକୁରଙ୍କ ପାଖରୁ ପାଇଥିବା ଏହି ଫୁଲ କିମ୍ବା ମାଳକୁ ସାଧାରଣତଃ ଆମେ ଘରକୁ ନେଇ ଆସିଥାଉ। କିନ୍ତୁ କିଛି ଦିନ ପରେ ଏହି ଫୁଲ ଶୁଖି ଯିବା ପରେ ଲୋକେ ଭାବନ୍ତି ଏହି ଶୁଖିଲା ଫୁଲକୁ କଣ କରିବେ। ମନ୍ଦିରରୁ ମିଳିଥିବା ଏହି ଫୁଲକୁ ଭୁଲ ବ୍ୟବହାର କଲେ ବ୍ୟକ୍ତି ପାପର ଭାଗିଦାର […]