ଛାତ୍ରଛାତ୍ରୀଙ୍କୁ ଆଶ୍ବସ୍ତି, ଘୁଞ୍ଚିଲା ମାଟ୍ରିକ ଫର୍ମ ଫିଲପ୍ ଅବଧି
କଟକ ୦୩/୦୧: ଘୁଞ୍ଚିଲା ମାଟ୍ରିକ୍ ପରୀକ୍ଷା ଫର୍ମ ଫିଲପ୍ ଅବଧି। ୨୦୨୧ ମସିହା ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫେବୃଆରୀ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚିଲା ଫର୍ମ ପୁରଣ ଅବଧି । ୧୦ ତାରିଖ ମଧ୍ୟ ରାତ୍ର ଯାଏ ଫର୍ମ ପୁରଣ କରି ପାରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ। ବୁଧବାର ଥିଲା ଫର୍ମ ପୁରଣର ଶେଷ ତାରିଖ। ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା, ଓପନ ସ୍କୁଲ ପରୀକ୍ଷା ଓ ପତ୍ର ବିନିମୟ ପାଠ୍ୟକ୍ରମ ପରୀକ୍ଷା ପାଇଁ ଫର୍ମ ପୂରଣର […]