ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ ଶୀତ ଲହରୀ ଅନୁଭୂତ ହେବ, ଜାରି ହେଲା ୟେଲୋୱାର୍ଣ୍ଣିଂ
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥଣ୍ଡା ପବନ ଅନୁଭୂତ ହୋଇପାରେ। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାକୁ ପାଣିପାଗ କେନ୍ଦ୍ରପକ୍ଷରୁ ଆସନ୍ତା ୨୪ ଘଣ୍ଟା ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ କଟକ, ଜଗତସିଂହପୁର, ପୁରୀ,କେନ୍ଦ୍ରାପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ […]