ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର ୨୩।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ […]