୨୧ରୁ ସ୍ୱତନ୍ତ୍ର ଏସଓପି ଆଧାରରେ ଆରମ୍ଭ ହେବ ଜଗା ଦର୍ଶନ, ଦରକାର ପଡ଼ିବନି କୋଭିଡ ନେଗେଟିଭ୍ ରିପୋର୍ଟ
ପୁରୀ: ଆସନ୍ତା ୨୧ ତାରିଖରୁ ସ୍ୱତନ୍ତ୍ର ଏସଓପି ଆଧାରରେ ଆରମ୍ଭ ହେବ ଜଗା ଦର୍ଶନ । ଶ୍ରୀଜିଉଙ୍କ ଦର୍ଶନ ପାଇଁ କୋଭିଡ ନେଗେଟିଭ ପ୍ରମାଣପତ୍ର ଦେବା ବାଧ୍ୟତାମୂଳକ ନୁହେଁ । ଦୈନିକ ୩୦ ହଜାର ଭକ୍ତଙ୍କ ଦର୍ଶନ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି । ଏହାଠାରୁ ଅଧିକ ଭକ୍ତ ଆସିଲେ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ଦର୍ଶନ ବେଳେ ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା । ପୁରୀବାସୀ ପରିଚୟପତ୍ର ଦେଖାଇ ସିଂହଦ୍ୱାର ଦେଇ […]