ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଆକ୍ରାନ୍ତଙ୍କର ମୃତ୍ୟୁ
ଭୁବନେଶ୍ବର: ଧୀରେ ଧୀରେ କମ୍ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ସଂଗରୋଧ କେନ୍ଦ୍ରରୁ ୧୦୯ ଓ ୮୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ରେ ପହଞ୍ଚିଛି। ସେହିପରି ଏବେ ବି ସକ୍ରିୟ ଅଛନ୍ତି ୨୪୦୮ ଜଣ। ଏବେ […]