ଆଖଣ୍ଡଳମଣୀଙ୍କ ଦର୍ଶନ ପାଇଁ ଏସ୍ଓପି ଜାରୀ: ଜାନୁଆରୀ ୩ ତାରିଖରେ ଖୋଲିବ ମନ୍ଦିର
ଚାନ୍ଦବାଲି୨୭/୧୨: ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଊର୍ଦ୍ଧ୍ବ ହେବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଥିଲା। ଅଗଣିତ ଶ୍ରଦ୍ଧାଳୁ ଭକ୍ତ ବାବାଙ୍କ ଦର୍ଶନରୁ ବଞ୍ଚିତ ହେଉଥିଲେ। ଭକ୍ତଙ୍କ ଦର୍ଶନ ଓ ମନ୍ଦିର ଖୋଲିବା ପାଇଁ ବିଭିନ ସଂଘଠନ ପକ୍ଷରୁ ବାରମ୍ବାର ଦାବି ହେବା ପରେ ଆସନ୍ତା ଜାନୁଆରୀ ୩ରୁ ମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମୋହର ବାଜିବା ପରେ ରବିବାର ଜିଲ୍ଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ଆଖଣ୍ଡଳମଣିଙ୍କ କାର୍ଯ୍ୟାଳୟ ପରିସରରେ ସେବାୟତଙ୍କ […]