ଆଇସିଏମ୍ଆର୍ ମୁଖ୍ୟ ବଳରାମ ଭାର୍ଗବ କରୋନା ଆକ୍ରାନ୍ତ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ମୁଖ୍ୟ ବଳରାମ ଭାର୍ଗବ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ ନମୁନା ରିପୋର୍ଟ ପଜିଟିଭ ଆସିବା ପରେ ଏବେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଦେଶରେ କରୋନା ସଂକ୍ରମଣ ଆରମ୍ଭ ହେବା ପରଠାରୁ କରୋନାଭାଇରସ୍ ସମ୍ବନ୍ଧୀୟ ସମସ୍ତ ବିଷୟ ତାଙ୍କ ତତ୍ତ୍ବାବଧାନରେ ରହିଛି। ଏବେ ସେ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଦାୟିତ୍ବ କିଏ ସମ୍ଭାଳିବେ ସେ ବିଷୟରେ କୌଣସି ସୂଚନା […]