୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ ଭି.କେ.ପାଣ୍ଡିଆନ
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଏନେଇ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସ୍ପଷ୍ଟ କରିଛନ୍ତି ନିଜେ ପାଣ୍ଡିଆନ। କାର୍ଯ୍ୟକାରିଣୀ ବୈଠକରେ ହୋଇଥିବା ଏହି ନିଷ୍ପତ୍ତି ବାବଦରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ପାରାଦୀପ ବିଜେଡି ବିଧାୟକ ସମ୍ବିତ ରାଉତରାୟ।ଏହାକୁ ନେଇ ବିଜେଡି ନେତା ରବୀନ୍ଦ୍ର ଜେନା କହିଛନ୍ତି, ଭି.କେ ପାଣ୍ଡିଆନ ନିର୍ବାଚନ ନ ଲଢିବା ନେଇ ସ୍ପଷ୍ଟ କରିଛନ୍ତି। ଏପରିକି ୧୪୭ […]









