ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ୍ : ଷ୍ଟମ୍ପ୍ ଅପସାରଣ ସୁଦ୍ଧା ଭାରତ ୨୩୩/୬, ଚମକିଲେ କୋହଲି, ନିରାଶ କଲେ ପୃଥ୍ବୀ
ଆଡିଲେଡ୍ ୧୭/୧୨ : ପିଙ୍କ୍ ବଲରେ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ପ୍ରଥମ ଦିବା-ରାତ୍ର ଟେଷ୍ଟ୍ ମ୍ୟାଚ୍ ଜାରି ରହିଛି । ପ୍ରଥମ ଦିନ ଉଭୟ ଟିମ ପ୍ରାୟତଃ ସମାନ ପ୍ରଦର୍ଶନ କରିଛନ୍ତି । ଧିମା ଆରମ୍ଭ କରିଥିବା ଭ୍ରମଣକାରୀ ଭାରତ ପ୍ରଥମ ଦିନ ଷ୍ଟମ୍ପ୍ ଅପସାରଣ ବେଳକୁ ୨୩୩/୬ ରନ କରିଛି । କୋହଲିଙ୍କ ଚମତ୍କାର ବ୍ୟାଟିଂ ବଳରେ ଏକ ସମ୍ମାନଜନତ ସ୍ଥିତିରେ ପହଞ୍ଚିଛି ଭାରତ । ଅଧିନାୟକ ବିରାଟ କୋହଲି (୭୪ରନ୍) ଅର୍ଦ୍ଧ ଶତକୀୟ […]