ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୪୩ କରୋନା ସଂକ୍ରମିତ, ୫ ମୃତ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାର କରୋନା ରିପୋର୍ଟ ହସ୍ତଗତ ହୋଇଛି। ପୁଣି ୩୪୩ କରୋନା ସଂକ୍ରମିତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୬୪୨ ଛୁଇଁଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୯୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ସଂକ୍ରମିତ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ରିପୋର୍ଟ ମୁତାବକ ରାଜ୍ୟରୁ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୭ […]