ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୪୪କରୋନା ଆକ୍ରାନ୍ତ ଚିହ୍ନଟ, ୧୭ ମୃତ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମ୍ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୩୬୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୫ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି। ଏହା ସହ ଗତ […]



