ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ, ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ
ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ତଥା ସଂଖ୍ୟାଲଘୁ ବିଭାଗର ମନ୍ତ୍ରୀ କିରଣ ରିଜିଜୁ। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ , ବିମାନବନ୍ଦରରେ ସ୍ବାଗତ କରିଛନ୍ତି ସଂସଦୀୟ ବ୍ୟାପାର ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ। ଆଜି ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ। ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ। ଏହାପରେ ସନ୍ଧ୍ୟାରେ ସେ […]









