ରାଶିଫଳ ମିଥୁନ NewsLaxmi7 December 8, 2023 0 Comments ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ। Read More
ରାଶିଫଳ କର୍କଟ NewsLaxmi7 December 8, 2023 0 Comments କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ। Read More
ରାଶିଫଳ ସିଂହ NewsLaxmi7 December 8, 2023 0 Comments ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ। Read More
ରାଶିଫଳ କନ୍ୟା NewsLaxmi7 December 8, 2023 0 Comments କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ। Read More
ରାଜ୍ୟ ସ୍ପେଶାଲ ରିପୋର୍ଟ ତୁଳା NewsLaxmi7 December 8, 2023 0 Comments ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। Read More
ରାଶିଫଳ ବିଛା NewsLaxmi7 December 8, 2023 0 Comments ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ। ADVERTISEMENT Read More
ରାଶିଫଳ ଧନୁ NewsLaxmi7 December 8, 2023 0 Comments ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି। Read More
ରାଶିଫଳ ମକର NewsLaxmi7 December 8, 2023 0 Comments ମକର: ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ। Read More
ରାଶିଫଳ କୁମ୍ଭ NewsLaxmi7 December 8, 2023 0 Comments କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ। Read More
ରାଜ୍ୟ ସ୍ପେଶାଲ ରିପୋର୍ଟ ମୀନ NewsLaxmi7 December 8, 2023 0 Comments ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ। Read More