କଟକରେ ଦଶହରା ଯେଭଳି ହେଲା ସେପରି ପାଳିତ ହେବ କାଳୀ ପୂଜା, ଖୋଲିବ ବାଣ ଦୋକାନ
କଟକ ୨।୧୧: କଟକରେ ଦୂର୍ଗା ପୂଜା ଭଳି ପାଳିତ ହେବ କାଳୀ ପୂଜା । ଚଳିତ ବର୍ଷ କାଳୀ ପୂଜାକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି କଟକ ଡିସିପି ପ୍ରତୀକ୍ ସିଂ । କୋଭିଡ୍ କଟକଣା ମଧ୍ୟରେ ସହରରେ ଯେଉଁଭଳି ଦଶହରା ପାଳିତ ହୋଇଥିଲା ସେଭଳି ଭାବେ କାଳୀପୂଜା ମଧ୍ୟ କରାଯିବ । ସହରର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୋଖରୀ କରାଯାଇ ବିସର୍ଜନ କରାଯିବ । ସୁରକ୍ଷା ଦୃଷ୍ଟିରୁ ସହରରେ କାଳୀ ପୂଜା ସମୟରେ ୧୫ ପ୍ଲାଟୁନ […]