ଗର୍ଭଧାରଣ ସମୟରେ ମହିଳାମାନେ ସତର୍କ ରୁହନ୍ତୁ, ଜାଣନ୍ତୁ କ’ଣ ଖାଇବେ ଓ କ’ଣ ଖାଇବେ ନାହିଁ
ମହିଳାମାନେ ଗର୍ଭବତୀ ସମୟରେ ଅଧିକରୁ ଅଧିକ ସତର୍କ ରହିବା ଉଚିତ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ବିଶେଷ କରି ଏହି ସମୟରେ ମହିଳାମାନେ ନିଜର ଖାଦ୍ୟ ଉପରେ ଅଧିକ ଗୁରୁତ୍ୱାରୋପ କରିବା ଜରୁରୀ ହୋଇଥାଏ। ଭର୍ଗବତୀ ଥିବା ସମୟରେ ଅରୁଚି ହେଉଥିବା ହେତୁ ମହିଳାମାନେ ଖାଇବାକୁ ନେଇ ଅନେକ ଅବହେଳା କରିଥାନ୍ତି। ମାତ୍ର ଗର୍ଭ କାଳରେ କେଉଁ ସବୁ ଖାଦ୍ୟ ଖାଇବା ଜରୁରୀ ଆସନ୍ତୁ ସେ ବିଷୟରେ ଆଲୋଚନା କରିବା। ଗର୍ଭଧାରଣ ସମୟରେ ଯେତେ ସବୁ ଫଳ […]
