ହନୁମାନ ଚାଳିଶା ପାଠର ଅବ୍ୟର୍ଥ ଶକ୍ତି, ରହିଛି ଅନେକ ବିପଦର ନିରାକରଣ, ପ୍ରତିଦିନ ପଢ଼ିଲେ ଯାହା ମିଳେ ତାହା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ହନୁମାନ ଚାଳିଶା ହନୁମାନଙ୍କ କୃପା ପାଇବାର ସବୁଠୁ ସରଳ ଏବଂ ଶ୍ରେଷ୍ଠ ମାଧ୍ୟମ। ହନୁମାନ ଚାଳିଶାର ପ୍ରୟୋଗ ଆମ ଜୀବନରେ ଏକ ସଠିକ୍ ଉପାୟ ଭାବେ କାମ କରିଥାଏ। ହନୁମାନ ଚାଳିଶାର ଏହି ଛୋଟ ଛୋଟ ଉପାୟ ବ୍ୟକ୍ତିଙ୍କ ଜୀବନରେ ଅନେକ ସଙ୍କଟରୁ ମୁକ୍ତି ଦେଇଥାଏ। • ଯଦି ଆପଣଙ୍କ ମନରେ ଭୟ କିମ୍ବା ସବୁବେଳେ ଡରର ସ୍ଥିତି ରହିଥାଏ ତେବେ ହନୁମାନ ଚାଳିଶା ପ୍ରତିଦିନ ପାଠ କରନ୍ତୁ। ଏହା ଦ୍ବାରା ଆପଣଙ୍କୁ ନିର୍ଭୟତା ପ୍ରାପ୍ତି ହେବ। […]



