ବିଲ୍ଡିଂରେ ଅଗ୍ନିକାଣ୍ଡ: ମୃତ୍ୟୁ ସଂଖ୍ୟା ୯କୁ ବଢ଼ିଲା; ଅଚେତ ଅବସ୍ଥାରେ ଉଦ୍ଧାର ହେଉଛନ୍ତି ଲୋକ
ହାଇଦ୍ରାବାଦ୍: ହାଇଦ୍ରାବାଦର ନାମ୍ପାଲିରେ ଘଟିଛି ଏକ ଅଭାବନୀୟ ଘଟଣା। ସେଠାରେ ଏକ ଆବାସିକ କୋଠାରେ ଅଗ୍ନିକାଣ୍ଡ ଘଟି ପ୍ରଥମେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏବେ ଏହା ୯ ଜଣକୁ ବୃଦ୍ଧି ପାଇଛି। ଏହି ଅଗ୍ନିକାଣ୍ଡ ଘଟିବା ପରେ ସେଠାରୁ ଏବେ ସୁଦ୍ଧା ସମୁଦାୟ ୨୧ ଜଣଙ୍କୁ ଉଦ୍ଧାର କରାଯାଇ ସାରିଲାଣି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଛି। ତେବେ ତଳେ ଏକ କାର୍ ମରାମତି କାର୍ଯ୍ୟ ଚଲୁଥିବା ବେଳେ ଅଚାନକ ବିସ୍ଫୋରଣ […]









