ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲା: ବିବାଦରେ ପୁଲିସ
ଭୁବନେଶ୍ବର/ କଟକ: ବହୁଚର୍ଚ୍ଚିତ ମାହାଙ୍ଗା ନାବାଳିକା ଅନର କିଲିଂ ମାମଲାରେ ରୋଚକ ତଥ୍ୟ ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି େହାଇଛି। ‘ସମ୍ବାଦ’ରେ ରିପୋର୍ଟ ପ୍ରକାଶ ପରେ ଘଟଣାକୁ ଗୁରୁତ୍ବର ସହିତ ଗ୍ରହଣ କରି ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ତୁରନ୍ତ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶରତ ନାୟକଙ୍କ ଉପରୁ ହାତ କାଢ଼ି ନେଇଛନ୍ତି। ତାଙ୍କୁ ଆଜି ବିଜେଡି ନିଲମ୍ବିତ କରିଥିବା ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ଦେବାଶିଷ […]









