ଲଘୁଚାପ:୫ ଦିନ ପ୍ରବଳ ବର୍ଷା
ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ଗତକାଲି ରହିଥିବା ଲଘୁଚାପ କ୍ଷେତ୍ର ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଅରେଞ୍ଜୱାର୍ଣ୍ଣିଂ ଜାରି ହୋଇଛି। ୩ରୁ ରାଜ୍ୟରେ ବର୍ଷାର ପରିମାଣ କମିବ। କିନ୍ତୁ କେତେକ ଜିଲ୍ଲାରେ ୪ […]









