ଗୋଟିଏ ସପ୍ତାହରେ ଦୁଇଟି ଅବପାତ: ସପ୍ତାହବ୍ୟାପୀ ରାଜ୍ୟରେ ବର୍ଷା
ଭୁବନେଶ୍ବର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ପୁରୀ, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ […]









