ଭିଜିଟର୍ସ କନଫରେନ୍ସ-୨୦୨୩ ଉଦ୍ଘାଟିତ
ନୂଆଦିଲ୍ଲୀ: ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀ ମାନଙ୍କର ଚରିତ୍ର ନିର୍ମାଣକୁ ପ୍ରାଥମିକତା ଦିଆଯିବା ଉଚିତ୍। ସେମାନଙ୍କୁ ନୈତିକତା, ସମ୍ବେଦନଶୀଳତା,ପରୋପକାର ତଥା ଭାରତୀୟ ମୂଲ୍ୟବୋଧ ଆଧାରରେ ଶିକ୍ଷାର ଉପଯୋଗ କରିବା ପାଇଁ ସମର୍ଥ କରିବାକୁ ମଙ୍ଗଳବାର ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଦୁଇ ଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’ର ଉଦ୍ଘାଟନ ସମାରୋହରେ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜ୍ଞାନର ମହାଶକ୍ତି ହେବ ଭାରତ: ଧର୍ମେନ୍ଦ୍ର ଏହି ଉଦ୍ଘାଟନ ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର […]









