ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭର ଶୁଭାରମ୍ଭ
ନୂଆଦିଲ୍ଲୀ: ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ସାମଗ୍ରୀକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଅଂଶୀଦାରମାନଙ୍କୁ ଉଦ୍ୟମ କରିବା ଲାଗି ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମଙ୍ଗଳବାର ନୂଆଦିଲ୍ଲୀ ଠାରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ର ଶୁଭାରମ୍ଭ କରିବା ଅବସରରେ ଶ୍ରୀ ପ୍ରଧାନ ଏହି ଆହ୍ୱାନ କରିଛନ୍ତି । ଇନଷ୍ଟିଚ୍ୟୁଟ୍ ଅଫ୍ ରୁରାଲ ମ୍ୟାନେଜମେଣ୍ଟ ଆନନ୍ଦ(ଆଇଆରଏମ୍ଏ) ଓ ଏଲ୍ଆଇସି ହାଉସିଂ ଫାଇନାନ୍ସର ମିଳିତ ଭାଗିଦାରୀରେ ଆୟୋଜିତ […]









