ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ
ନୂଆଦିଲ୍ଲୀ : ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଶ୍ରୀ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ଓ ଆଗାମୀ ପିଢ଼ିର ଶିକ୍ଷଣ ଉପରେ ଧ୍ୟାନ ଦେବା କ୍ଷେତ୍ରରେ ଧର୍ମେନ୍ଦ୍ରଙ୍କ ପ୍ରୟାସ ପ୍ରଶଂସନୀୟ। ତାଙ୍କ ଦୀର୍ଘ ନିରାମୟ ଜୀବନ ଲାଗି ପ୍ରାର୍ଥନା କରୁଛି ବୋଲି ପ୍ରଧାନମନ୍ତ୍ରୀ […]









