ଚାଟ ଖାଇବା ପରେ ପ୍ରସ୍ତୁତି ପ୍ରଣାଳୀ ପଚାରି ବୁଝିଲେ ନୀତା
ନୂଆଦିଲ୍ଲୀ: ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀ ଖୁବ୍ ଶୀଘ୍ର ରାଧିକା ମର୍ଚାଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଦୁହିଁଙ୍କ ବିବାହ ଜୁଲାଇ ୧୨ତାରିଖରେ ହେବାକୁ ଥିବାରୁ ଅମ୍ବାନୀ ପରିବାର ଏହି ବିବାହ ପାଇଁ ଜୋରସୋରରେ ଲାଗିପଡ଼ିଛନ୍ତି ଅମ୍ବାନୀ ପରିବାରରେ ଉତ୍ସାହର ମହଲ ଥିବା ବେଳେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ନୀତା ଅମ୍ବାନୀ ଗତସୋମବାର ବାରାଣାସୀରେ ପହଞ୍ଚିଥିଲେ। ଏଠାରେ ସେ ତାଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ଭାବି ବୋହୂ ରାଧିକାଙ୍କ ବିବାହ […]









