ରାଜ୍ୟ ସ୍ପେଶାଲ ରିପୋର୍ଟ

ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ

ଜଗତସିଂହପୁର ଟାଉନ୍ : ବାପା, ପୁଅ ଏକାସାଙ୍ଗରେ ଅପରାଧ ରାସ୍ତାରେ। ରାତାରାତି ଲକ୍ଷପତି କରି ଦେଉଥିବା ଧଳାଜହର ବେପାର ମଙ୍ଗ ଧରିଛନ୍ତି ବାପା, ପୁଅ। ଆଜି ବିପୁଳ ପରିମାଣର ବ୍ରାଉନ୍‌ସୁଗାର ନେଇ ବିକ୍ରି କରିବା ପାଇଁ ଜଗତସିଂହପୁରକୁ ଆସୁଥିବା ବେଳେ ପୁଲିସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି ବାପା, ପୁଅ ଯୋଡ଼ି। ଏମାନଙ୍କ ବାଦ୍ ଜଗତସିଂହପୁର ଅଞ୍ଚଳର ବେପାରୀକୁ ମଧ୍ୟ ପୁଲିସ ଗିରଫ କରିଛି। ସେମାନଙ୍କ ଠାରୁ ୩୨୧ ଗ୍ରାମ୍‌ ବ୍ରାଉନ୍‌ସୁଗାର, ନଗଦ ୯୭ ହଜାର ଟଙ୍କା […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ବଦଳିବ ଭିତରକନିକାର ରୂପରେଖ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ। ଏହି ବିଶ୍ବପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ସରକାର ପ୍ରକୃତି ଓ ପରିବେଶ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ବାରୋପ କରୁଥିବାରୁ ଭିତରକନିକାରେ ଭିତ୍ତିଭୂମିର ବିକାଶ ଆରମ୍ଭ ହୋଇଛି। ଏଥିପାଇଁ ସରକାର ୨୦୨୧-୨ ଆର୍ଥିକ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି। ଏହି ଅର୍ଥରେ ସୂଚନା କେନ୍ଦ୍ର, ମୁଖ୍ୟ ଫାଟକ, ୱାଚ୍‌ ଟାୱାର୍‌, ଖୋଳା, ଗୁପ୍ତି, ଡାଙ୍ଗମାଳ […]

ରାଜ୍ୟ

କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦

ଭୁବନେଶ୍ବର : ଦୋକାନରେ ୧କେଜି କାଜୁ ୮୦୦ରୁ ୫୦୦୦ ଟଙ୍କାରେ ବିକ୍ରି ହେଉଛି। କିନ୍ତୁ ଓଡ଼ିଶା ଚାଷୀଙ୍କୁ ୧୦୦ ଟଙ୍କା ମଧ୍ୟ ମିଳୁନି। ସ୍ଥିତି ଏଭଳି ହୋଇଛି ଯେ କେଜି ପ୍ରତି ମାତ୍ର ୭୦ ଟଙ୍କାରେ ଚାଷୀ ବିକ୍ରି ପାଇଁ ବାଧ୍ୟ ହେଉଛି। ଦେଶରେ ପ୍ରତିବର୍ଷ ୧୧ ଲକ୍ଷ ୮୩ ହଜାର ହେକ୍ଟର ଜମିରେ କାଜୁ ଚାଷ ହୋଇ ୭୫୧ ହଜାର ମେଟ୍ରିକ ଟନ୍‌ ଉତ୍ପାଦନ ହେଉଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହାର ଏମଏସପି ବ୍ୟବସ୍ଥା ଘୋଷଣା […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ

ବ୍ରହ୍ମପୁର : ଜାତୀୟସ୍ତରୀୟ ପ୍ରତିଯୋଗିତାରେ ବ୍ରହ୍ମପୁର ମଣ୍ଡଳ କାରାଗାରର ଅନ୍ତେବାସୀଙ୍କ କମାଲ୍‌ ଦେଖିବାକୁ ମିଳିଛି। ନୃତ୍ୟ ପ୍ରତିଯୋଗିତାରେ ମଣ୍ଡଳ କାରାଗାରର ଟିମ୍‌ ଅଂଶଗ୍ରହଣ କରି ପ୍ରଥମ ପୁରସ୍କାର ହାସଲ କରିଛନ୍ତି। ଉତ୍ତର ପ୍ରଦେଶ ସରକାରଙ୍କ ତରଫରୁ ‘କଳାନ୍ତର’ ଅନୁଷ୍ଠାନ ଦ୍ବାରା ଏକ ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ବିଭିନ୍ନ ଅନୁଷ୍ଠାନର କଳାକାରମାନେ ଅଂଶଗ୍ରହଣ କରିଥିଲେ। ଅନ୍‌ଲାଇନ୍‌ ମୋଡ୍‌ରେ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଗତ ମାର୍ଚ୍ଚ ୬ତାରିଖରେ ଏନେଇ ରାଜ୍ୟ ସରକାରଙ୍କ ତରଫରୁ ବ୍ରହ୍ମପୁର ମଣ୍ଡଳ […]

ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢଉ

କରଞ୍ଜିଆ: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘର ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଚଢଉ କରୁଛି କଟକ ଭିଜିଲାନ୍ସ ଟିମ୍। ତାଙ୍କ ନାଆଁରେ ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବାର ବି ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା। ଚାର୍ଲସ ନାୟକ ପୂର୍ବରୁ ବାଲେଶ୍ବର ଜିଲ୍ଲା ସୋରରେ ତହସିଲଦାର ଥିବା ବେଳେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଲୋକଙ୍କ ସୁରକ୍ଷା ପାଇଁ ସଜାଗ କମିଶନରେଟ ପୁଲିସ: ରାଜଧାନୀରେ ବ୍ୟାପକ ହେଲା ସେଫ ସିଟି ଡ୍ରାଇଭ

ଭୁବନେଶ୍ବର:ଲୋକଙ୍କ ସୁରକ୍ଷା ପାଇଁ ସଜାଗ ହେଲା କମିଶନରେଟ ପୁଲିସ। ଏନେଇ ଡିସିପି ପ୍ରତୀକ ସିଂହ କହିଛନ୍ତି, ରାଜଧାନୀ ଭୁବନେଶ୍ବରରେ ସେଫ ସିଟି ଡ୍ରାଇଭକୁ ବ୍ୟାପକ କରାଯାଇଛି। ନିଶା ଚାଲାଣ ଓ ଅପରାଧ ରୋକିବା ପାଇଁ ଚେକିଂ ଓ ବ୍ଳକିଙ୍ଗ ଜୋରଦାର କରାଯାଇଛି। ରାଜଧାନୀର ନାଲକୋ ଛକ, ଝାରପଡା, ପୁରୁଣା ଷ୍ଟେସନ ବଜାର, ରବି ଟକିଜ, ୟୁନିଟ ୬ ହସ୍ପିଟାଲ ଛକରେ ଚେକିଂ ଚାଲିଛି। ଏହାଛଡ଼ା ରାମମନ୍ଦିର ଛକ, ଷ୍ଟୁଆର୍ଟ ସ୍କୁଲ ଛକ, ଜାଗମରା ଓ କଳିଙ୍ଗ ଷ୍ଟୁଡିଓ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଆସୁଥିବାର ସୂଚନା ହସ୍ତଗତ ହୋଇଛି। ଏହି ଟିମ୍ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିବ ବୋଲି କୁହାଯାଉଛି। ତେବେ ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ […]

ମନୋରଞ୍ଜନ ସ୍ପେଶାଲ ରିପୋର୍ଟ

ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

କଟକ : ରାଜ୍ୟରେ ଚାଲିଥିବା ଜମିଜମା ଇ-ରେଜିଷ୍ଟ୍ରେସନ୍‌ ବା ପଞ୍ଜୀକରଣ ବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ଭିଡ଼ ସମସ୍ୟା ଦୂର କରିବା ଲାଗି ଏଣିକି ଅନ୍‌ ଲାଇନ୍‌ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ। ମିଳିଥିବା ସମୟ ଅନୁଯାୟୀ ଜମି ପଞ୍ଜୀକରଣ ‌ହେବ। ଆଇଜିଆର (ଇନ୍‌ସପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟେ୍ରସନ୍‌)ଙ୍କ ପକ୍ଷରୁ ଆଜି ସଂପର୍କରେ ଘୋଷଣା କରାଯାଇଛି। ଘୋଷଣା ଅନୁଯାୟୀ ଏଣିକି ଜମି କିଣାବିକା ବା ଯେକୌଣସି ସେଲ୍‌ ଡିଡ୍‌ ବା ପଞ୍ଜୀକରଣ ପାଇଁ ସବ ରେଜିଷ୍ଟ୍ରାର […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

ରାଉରକେଲା: ସକାଳୁ ଉଠିବା ପରେ ଚା’ କପ୍‌ ସହ ଖୋଜା ପଡିଥାଏ ଖବରକାଗଜ। ‌ସେଥିପାଇଁ ଅପେକ୍ଷା ଥାଏ ବିତରକ ବନ୍ଧୁଙ୍କୁ। କାରଣ ସମ୍ବାଦପତ୍ର ଓ ପାଠକଙ୍କ ମଧ୍ୟରେ ମାଧ୍ୟମ ହେଉଛନ୍ତି ବିତରକ। ଆଜି ହେଉଛି ସେମାନଙ୍କ ପାଇଁ ଦିନଟିଏ। ଆଜି ଅର୍ଥାତ୍‌ ମେ’ ୨୬ରେ ସମଗ୍ର ବିଶ୍ବରେ ପାଳନ କରୁଛି ଅନ୍ତର୍ଜାତୀୟ ହକର୍ସ ଡେ’ ବା ବିତରକ ଦିବସ। ଖବରକାଗଜ ବାଣ୍ଟିବା ଏକ ସମ୍ମାନଜକ ପେସା। ବିଶ୍ବର ଅନେକ ବିଶିଷ୍ଟ ବ୍ୟକ୍ତି ଜୀବନର ଆଦ୍ୟକାଳରେ ଖବରକାଗଜ ବିତରକଭାବେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

ନୂଆଗାଁ : ଓଡ଼ିଶା ବିଧାନସଭା ପାଠାଗାର କମିଟି ଦିନିକିଆ ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ନୟାଗଡ଼ ସ୍ବଂୟଶାସିତ ମହାବିଦ୍ୟାଳୟ ପାଠାଗାର ସମେତ ନୂଆଗାଁ ବ୍ଲକ‌୍‌ ଉଦୟପୁରରେ ଥିବା ପ୍ରସିଦ୍ଧ ଦାସିଆ ଅଜା ପାଠାଗାର ବୁଲି ଦେଖିଛନ୍ତି। ଓଡ଼ିଶାର ପ୍ରଖ୍ୟାତ ସଂଗ୍ରାହକ ଦାସିଆ ଅଜାଙ୍କ ଦ୍ବାରା ନୂଆଗାଁର ଉଦୟପୁରଠାରେ ପ୍ରତିଷ୍ଠିତ ବିଶ୍ବପ୍ରସିଦ୍ଧ ପାଠାଗାର ଓ ସଂଗ୍ରହାଳୟର ସାଂସ୍କୃତିକ ସମ୍ଭାରକୁ ପରିଦର୍ଶନ କରିଛନ୍ତି। ସଂଗ୍ରହାଳୟରେ ଲକ୍ଷାଧିକ ପୁସ୍ତକ ସମ୍ଭାର ଓ ଦେଶବିଦେଶର ଶହ ଶହ ଦୁର୍ଲ୍ଲଭ ସାମଗ୍ରୀକୁ ଦେଖି ବିଧାୟକମାନେ […]