ତୁମେ କିଛି ଭଲ କରିନ, ଏକାକୀ ବାହାରକୁ ବାହାରନି: ‘ଦି କେରଳ ଷ୍ଟୋରୀ’ ଟିମ୍କୁ ମିଳିଲା ଏପରି ଧମକ୍
ନୂଆଦିଲ୍ଳୀ: ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ବଲିଉଡ ଫିଲ୍ମ ‘ଦି କେରଳ ଷ୍ଟୋରୀ’କୁ ନେଇ ଅନେକ ସ୍ଥାନରେ ବିବାଦ ଦେଖା ଦେଇଛି। ସୁପ୍ରିମକୋର୍ଟଙ୍କ ପରେ ଗୁରୁବାର ଏହି ଫିଲ୍ମର ରିଲିଜ ଉପରେ ରୋକ୍ ଲଗାଇବାକୁ ମନା କରିଥିଲେ ମାଡ୍ରାସ ହାଇକୋର୍ଟ। ଏହା ପରେ ଫିଲ୍ମଟି ଶୁକ୍ରବାର ରିଲିଜ୍ ହୋଇଥିଲା। ରିଲିଜ୍ ପରେ ଫିଲ୍ମଟି ଭଲ ବ୍ୟବସାୟ କରିଥିଲେ ବି ଏହାକୁ ନେଇ ବିବାଦ ଏବେ ବି ଲାଗି ରହିଛି। ଜାଣିବାକୁ ମିଳିଛି ଯେ ‘ଦି କେରଳ ଷ୍ଟୋରୀ’ର […]









