‘ଦି କେରଳ ଷ୍ଟୋରି’: ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଚଳଚ୍ଚିତ୍ର ‘ଦି କେରଳ ଷ୍ଟୋରି’ର ରିଲିଜ୍ ଉପରେ ରୋକ୍ ଲଗାଇବାପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ ହୋଇଥିଲା। ଇସ୍ଲାଇମିକ ଷ୍ଟେଟ୍ (ଆଇଏସ୍) ଏବଂ ଧର୍ମାନ୍ତରୀକରଣ ବିଷୟବସ୍ତୁ ଉପରେ ଆଧାରିତ ଏହି ଫିଲ୍ମ କେରଳ ଷ୍ଟୋରିର ରିଲିକ୍ ଉପରେ ରୋକ୍ ଲଗାଇବାକୁ କୋର୍ଟ ମନା କରିଦେଇଛନ୍ତି। ଜଷ୍ଟିସ କେଏମ୍ ଜୋସେଫ୍ ଏବଂ ବିଭି ନାଗରତ୍ନାଙ୍କ ଖଣ୍ଡପୀଠଙ୍କ ନିକଟରେ ଆଜି ଏହି ମାମଲାର ଜରୁରୀ ଶୁଣାଣି ପାଇଁ ତାଲିକାଭୁକ୍ତ କରିବାକୁ ଅନୁରୋଧ କରାଯାଇଥିଲା। କିନ୍ତୁ ଖଣ୍ଡପୀଠ ଏହି ଆବେଦନର ଶୁଣାଣି […]









