ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ: ମେ ୨୨ରୁ ଆରମ୍ଭ ହେବ ମନ୍ତ୍ରୀଙ୍କ ସମୀକ୍ଷା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ସରକାରର ଚତୁର୍ଥ ବର୍ଷ ପୂର୍ତ୍ତି ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମନ୍ତ୍ରିପରିଷଦର ସମସ୍ତ ମନ୍ତ୍ରୀଙ୍କୁ ଚିଠି ଲେଖି ଶୁଭେଚ୍ଛା ଜଣାଇବା ସହ ରିପୋର୍ଟ କାର୍ଡ଼ ମାଗିଛନ୍ତି। ମେ’୨୨ରୁ ଜୁନ୍ ୧ ପର୍ଯ୍ୟନ୍ତ […]









