ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଫାଇଲ୍ ମିଳିଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଆଇନ ବିଭାଗରେ ହଜି ଯାଇଥିବା ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଦୁଇଟି ଫାଇଲ୍ ମିଳିଛି। ଏନେଇ ଆଜି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିଭାଗ ପକ୍ଷରୁ ପ୍ରେସ୍ ବିବୃତି ଜାରି କରାଯାଇଥିବା ବେଳେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଧନେଶ୍ବର […]









