ଅଢ଼େଇ କୋଟିର ଗଞ୍ଜେଇ ଜବତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ପୁଲିସ ଚୋରା ଚାଲାଣ ପାଇଁ ଜଙ୍ଗଲରେ ଗଚ୍ଛିତ ରଖାଯାଇଥିବା ୨କୋଟି ୫୦ଲକ୍ଷ ଟଙ୍କାର ଗଞ୍ଜେଇକୁ ଜବତ କରିଛି। ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ବ୍ଲକ କପାତୁଟି ପଞ୍ଚାୟତର ଭାଲୁଗୁଡ଼ା ଜଙ୍ଗଲରେ ବ୍ୟାପକ ପରିମାଣର ଗଞ୍ଜେଇ ଚୋରାଚାଲାଣ ପାଇଁ […]









