ଆଜି ୧୨ ଜିଲ୍ଲାରେ କୁଆପଥର ବର୍ଷା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ବିଶେଷ କରି ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା […]









