ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ପାଣ୍ଡିଆନଙ୍କ ପ୍ରଚାର: ନିର୍ବାଚନ ଆସିଲେ ବିରୋଧୀ ଅଭିନୟ କରନ୍ତି
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଭି କେ ପାଣ୍ଡିଆନ ଆଜି ବାଲେଶ୍ବର ସଂସଦୀୟ କ୍ଷେତ୍ର ଅଧୀନସ୍ଥ ବିଭିନ୍ନ ବିଧାନସଭା କ୍ଷେତ୍ରରେ ଧୂଅଁାଧାର ପ୍ରଚାର କରିଛନ୍ତି। ଏହି ପ୍ରଚାର ସମୟରେ ସେ ବିଜେପିକୁ ଟାର୍ଗେଟ୍ କରିବା ସହିତ ଗତ ୧୦ ବର୍ଷରେ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଅପାରଗତା ବିଷୟରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାସହ ପ୍ରତି ନିର୍ବାଚନମଣ୍ଡଳୀରେ ବିକାଶମୂଳକ କାର୍ଯ୍ୟର ହିସାବ ଦେଇଛନ୍ତି। ବିଜେପିକୁ ଲକ୍ଷ୍ୟ କରି ଶ୍ରୀ ପାଣ୍ଡିଆନ କହିଥିଲେ, ସେମାନେ […]









