ରାଜ୍ୟ

ବିଜେଡି ଲୋକଙ୍କ ସମସ୍ୟା ସମାଧାନ କରିବାରେ ସ୍ଥାଣୁ ପାଲଟିଯାଇଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୋଡ ସୋ’କୁ ନେଇ ଓଡ଼ିଆ ଭାଷାରେ ନିଜର ମନକଥା କହିଛନ୍ତି। ଓଡ଼ିଶାରେ ରେକର୍ଡ ସଂଖ୍ୟାରେ ବିଜେପିକୁ ସମର୍ଥନ ମିଳିବା ନେଇ ସେ ଆଶାବାଦୀ ଅଛନ୍ତି। https://platform.twitter.com/embed/Tweet.html?dnt=false&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1788981145050243532&lang=en&origin=https%3A%2F%2Fsambad.in%2Findia-and-beyond%2Fpm-modi-says-about-bjd-1151326%2F&sessionId=0f461c02c24511638de99eacdefd8688773f7ab6&theme=light&widgetsVersion=2615f7e52b7e0%3A1702314776716&width=550px ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଓଡ଼ିଆ ଭାଷାରେ ଲେଖିଛନ୍ତି, ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ଚମତ୍କାର ସଡ଼କ ଶୋଭାଯାତ୍ରାରେ ଓଡ଼ିଶାବାସୀଙ୍କ ଆଶୀର୍ବାଦ ମିଳିବା ଅତ୍ୟନ୍ତ ଆନନ୍ଦର ବିଷୟ। ଓଡ଼ିଶାର ଏକ ପ୍ରମୁଖ ପର୍ବ ଅକ୍ଷୟ ତୃତୀୟା ଏହାକୁ ଆହୁରି ସ୍ୱତନ୍ତ୍ର କରିଛି। ଆମ ସରକାର ଓଡ଼ିଶା […]

ଦେଶ ବିଦେଶ

ଏଥର ନିର୍ବାଚନରେ ଓଡ଼ିଶା ଇତିହାସ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: କନ୍ଧମାଳ ଅଭିମୁଖେ ଯାତ୍ରା କରିବା ଆଗରୁ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରିଛନ୍ତି। ସେ ଲେଖିଛନ୍ତି, ଏହା ସ୍ପଷ୍ଟ ଯେ ଏଥର ନିର୍ବାଚନରେ ଓଡ଼ିଶା ଇତିହାସ ସୃଷ୍ଟି କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ଗତକାଲି ରୋଡ ସୋ’ର କିଛି ଝଲକ ମଧ୍ୟ ଦେଖାଇଛନ୍ତି। https://platform.twitter.com/embed/Tweet.html?dnt=false&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1789140733481398671&lang=en&origin=https%3A%2F%2Fsambad.in%2Findia-and-beyond%2Fits-clear-that-odisha-will-create-history-in-these-elections-says-pm-modi-1151338%2F&sessionId=6ca460afc3f8aadc6154ae76cabfe24997fa7e7a&theme=light&widgetsVersion=2615f7e52b7e0%3A1702314776716&width=550px ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୋଡ ସୋ’କୁ ନେଇ ଓଡ଼ିଆ ଭାଷାରେ ନିଜର ମନକଥା କହିଥିଲେ। ଓଡ଼ିଶାରେ ରେକର୍ଡ ସଂଖ୍ୟାରେ ବିଜେପିକୁ ସମର୍ଥନ ମିଳିବା ନେଇ ସେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଓଡିଶା ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ: ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ରାଇଘର: ନବରଙ୍ଗପୁର ପୋଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନ୍ ସମୟରେ ବଡ଼ ସଫଳତା ମିଳିଛି। ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ମିଳିତ ବାହିନୀର ଏନ୍‌କାଉଣ୍ଟରରେ ଜଣେ ନକ୍ସଲଙ୍କର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ଏହି […]

ଅପରାଧ ରାଜ୍ୟ

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଏକ ବ୍ରିଜ୍‌ର ମେନ୍ ହୋଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ତରଭା ଥାନା ଅନ୍ତର୍ଗତ ଦେଉଳପଦର ପୁଆ ରାସ୍ତାରେ ଥିବା ସେତୁର ମେନହୋଲ ଭିତରେ ଏକ ମୃତଦେହ ପଡ଼ିଥିବା ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା। ଗଳିତ ମୃତଦେହ ଉଦ୍ଧାର କରାଯିବା ସହିତ ପୁଲିସ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଦ୍ୟୁତ୍‌ ବିଭାଗକୁ ବାଉଁଶ ଢିରା

ଦଶରଥପୁର: ବିଦ୍ୟୁତ୍‌ ବିଭାଗକୁ ବାଉଁଶ ଢିରା ଭରସା। ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍‌ରେ ଏପରି ଚିତ୍ର ଦେଖିବାକୁ ମିଳିଛି। ଏକାଧିକ ସ୍ଥାନରେ ବାଉଁଶ ଢିରା ଦେଇ ବିଦ୍ୟୁତ୍‌ ତାରକୁ ଟେକି ରଖାଯାଇଛି। ସାମାନ୍ୟ ଏପଟସେପଟ ହେଲେ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ସ୍କୁଲ ଆଗରେ, ଗାଁ ମଝିରେ ଛଣଛପର ଘର ଉପରେ ଝୁଲୁଥିବା ତାରକୁ ବାଉଁଶ ଖୁଣ୍ଟରେ ଟେକି ରଖାଯାଇଛି। ମୁଖ୍ୟ ରାସ୍ତା କଡ଼ରେ ମଧ୍ୟ ବାଉଁଶ ଖୁଣ୍ଟ ରହିଛି। ଏ ସଂପର୍କରେ ବହୁବାର ଅଭିଯୋଗ ହୋଇଥିଲେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ସାପ କାମୁଡାରେ ୩ବର୍ଷ ପୁଅ ମୃତ, ବିଷାକ୍ତ ରକ୍ତ ଶୋଷି ବାହାର କରି ବାପା ଗୁରୁତର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ହିଲୁଙ୍ଗ ଗ୍ରାମରେ ସାପ କାମୁଡାରେ ତିନି ବର୍ଷର ନାବାଳକ ମୃତ` ମୃତକ ହେଲେ ଶାନ୍ତି କୋରାଙ୍କ ପୁଅ ସାଗର କୋରା । ପୁଅ ଦେହରୁ ସାପ ବିଷ କାଢିବା ପାଇଁ ବାପା କ୍ଷତ ସ୍ଥାନରେ ମୁହଁ ଲଗାଇ ଶୋଷିଥିଲେ। ଏହା ଯୋଗୁ ବାପା ଗୁରୁତର ହୋଇପଡ଼ିଛନ୍ତି। ମିଳିଥିବା ସୂଚନା ଅନୁସାରେ ହିଲୁଙ୍ଗ ଗ୍ରାମର ଶାନ୍ତି କୁରାଙ୍କ ନାବାଳକ ପୁଅ ସାଗର ଘର ସିଡି ତଳେ ଖେଳୁଥିଲେ। ସେଠାରେ ଏକ ନାଗସାପ ସାଗରଙ୍କର […]

ରାଜ୍ୟ ସ୍ପେଶାଲ ରିପୋର୍ଟ

କନି‌ଷିରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଗୋପାଳପୁର: ଗଞ୍ଜାମ ଜିଲ୍ଲାର ଗୋପାଳପୁର କନି‌ଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ୍ କରିବା ସହ ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦେବା ପାଇଁ ଲୋକଙ୍କୁ ଅପିଲ୍ କରିଛନ୍ତି। ଚୋର ପ୍ରାର୍ଥୀଙ୍କୁ ଆର୍ଶୀବାଦ କରନ୍ତୁ ନାହିଁ ବୋଲି ସେ କହିଛନ୍ତି । ଏଥିସହିତ ଭୋଟରମାନେ ତାଙ୍କୁ ଆର୍ଶୀବାଦ କରିବା ସହିତ ଶଙ୍ଖ ଚିହ୍ନକୁ ଆର୍ଶୀବାଦ କରିବାକୁ ନବୀନ ଜନସଭାରେ ଅଭିଭାଷଣ ରଖି କହିଛନ୍ତି । ସମବେତ ଜନତାଙ୍କୁ ପ୍ରଶ୍ନ କରି ନବୀନ ପଚାରିଛନ୍ତି, […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ବ୍ରିଜ୍ ତଳୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ବେକରେ ବଡ଼ ପଥର ବନ୍ଧା ହୋଇଥିବା ଅବସ୍ଥାରେ ପଡ଼ି ରହିଥିଲା ମୃତଦେହ

ରାଉରକେଲା: ବ୍ରାହ୍ମଣୀତରଙ୍ଗ ଥାନା ଯମୁନଢ଼ିପା ବ୍ରିଜ୍ ତଳୁ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିଛି। ଯୁବକଙ୍କ ବେକରେ ମଡ଼ ପଥର ବନ୍ଧା ହୋଇଛି। ହତ୍ୟା ପରେ ତାଙ୍କୁ ବ୍ରିଜ୍ ତଳେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ପରିଚୟ ନେଇ ପୁଲିସ୍ ପକ୍ଷରୁ ତନାଘନା ଆରମ୍ଭ ହୋଇଛି।

ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜଧାନୀରେ ବଡ଼ ଧରଣର ଆୟକର ଚଢ଼ାଉ: ୨ କୋଟିରୁ ଅଧିକ ଜବତ

ଭୁବନେଶ୍ବର: ରାଜଧାନୀରେ ବଡ଼ ଧରଣର ଆୟକର ଚଢ଼ାଉ। ୨ କୋଟିରୁ ଅଧିକ ଟଙ୍କା ଜବତ ହୋଇଥିବା କୁହାଯାଉଛି। ବୁଦ୍ଧେଶ୍ବରୀ କଲୋନୀର ପ୍ଲଟ୍ ନମ୍ବର ୭୬୫ରେ ଥିବା ଜୈନ ମିଡ଼ିଆରେ ଏହି ଚଢ଼ାଉ ଜାରି ରହିଛି। ଏହି ଫ୍ଲେକ୍ସ ପ୍ରିଣ୍ଟ୍‌ ପ୍ରେସ୍‌ରେ ‌ରାଜନୈତିକ ଦଳର ପ୍ରଚାର ପାଇଁ ଫ୍ଲେକ୍ସ ପ୍ରିଣ୍ଟ୍‌ କରାଯାଉଥିଲା। ‌

ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଉ ୪ ଦିନ କାଳବୈଶାଖୀ, ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟରେ ଆହୁରି ୪ ଦିନ କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଗାତାର କାଳବୈଶାଖୀ ବର୍ଷା‌ ଯୋଗୁ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା କମିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସା‌ରେ ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ ଏକ ଟ୍ରପଲାଇନ୍ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପବନ ଜାରି ରହିଛି । ଆସନ୍ତା ୫ ଦିନ […]