ବଲାଣି ଥାନା ଲସର୍ଦ୍ଦା ଡବଲ ମର୍ଡର ଘଟଣା: ଏନ୍କାଉଣ୍ଟରରେ ଅଭିଯୁକ୍ତ ମୃତ!
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବଡ଼ବିଲ/ଯୋଡ଼ା/ଗୁଆଲି : କେନ୍ଦୁଝର ଜିଲ୍ଲା ବଲାଣି ଥାନା ଲସର୍ଦ୍ଦା ଡବଲ ମର୍ଡର ଘଟଣାର ଅନ୍ୟତମ ଅଭିଯୁକ୍ତ ସୁନ୍ଦରଗଡ଼ ଜିଲ୍ଲା କେବଲାଙ୍ଗ ଗ୍ରାମର ମିଲୁ ବାରିକଙ୍କୁ ପୁଲିସ ନିସ୍ତୁକ ମାଡ଼ ମାରିବା ସହ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମିଲୁଙ୍କ ବାପା […]









