ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଉଡ଼ିବ ଜାତୀୟ ପତାକା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ସାଧାରଣତନ୍ତ୍ର ଦିବସରେ ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉଡ଼ିବ। କୋଭିଡ୍ ସ୍ଥିତିକୁ ଦେଖି ଭର୍ଚୁଆଲ ନ ହେଲେ ଫିଜିକାଲ ମୋଡ୍ରେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପତାକା ଉତ୍ତୋଳନ କରିବେ। ସମସ୍ତ ସ୍କୁଲ ଶିକ୍ଷକ, […]









