ଦେଢ଼ ଲକ୍ଷ କୋଟିର ୯ ବଡ଼ ପ୍ରକଳ୍ପ ମଞ୍ଜୁର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୨୦୨୨ରେ ଓଡ଼ିଶାରେ ନିବେଶ ପାଇଁ ଆସିଥିବା ୯ଟି ଶିଳ୍ପ ପ୍ରକଳ୍ପକୁ ଉଚ୍ଚସ୍ତରୀୟ ମଞ୍ଜୁରି କର୍ତ୍ତୃପକ୍ଷ (ଏଚ୍ଏଲ୍ସିଏ) ଆଜି ଅନୁମୋଦନ ପ୍ରଦାନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କର୍ତ୍ତୃପକ୍ଷର ୩୦ତମ ବୈଠକରେ ଏହି ପ୍ରକଳ୍ପଗୁଡ଼ିକୁ […]









