ପ୍ରକାଶ ପାଇଲା ମାଟ୍ରିକ୍, ମଧ୍ୟମା ଏସ୍ଏ-୧ ପରୀକ୍ଷାଫଳ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍) ଓ ମଧ୍ୟମା(ସଂସ୍କୃତ ଟୋଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୧) ଫଳାଫଳ ପ୍ରକାଶ ପାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ/ମୁଖ୍ୟମାନେ ପରୀକ୍ଷାର୍ଥୀଙ୍କ ଟାବୁଲେସନ ରେଜିଷ୍ଟର(ଟିଆର୍) ନିଜ ସ୍କୁଲ୍ କୋଡ୍ ଓ ପାସ୍ୱାର୍ଡ […]









