ରାଜ୍ୟରେ ଆରମ୍ଭ ହେବ ସରୋଗାସି, ଆବେଦନ କଲେ ୩ ସଂସ୍ଥା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ନିଃସନ୍ତାନମାନଙ୍କୁ ସରୋଗାସି ପାଇଁ ଓଡ଼ିଶାର ଲୋକଙ୍କୁ କୋଲକାତା କିମ୍ବା ଛତିଶଗଡ଼ ଭଳି ସହର ଉପରେ ନିର୍ଭର କରିବାକୁ ପଡ଼ୁଥିଲା। ଆଗକୁ ଓଡ଼ିଶାରେ ଏହି ସୁବିଧା ମିଳିବ। ରାଜ୍ୟରେ ଖୁବ୍ ଶୀଘ୍ର ସରୋଗାସି(ଭଡ଼ାରେ ଗର୍ଭଧାରଣ) ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ […]









