ପ୍ରବାସୀ ଭାରତୀୟ ହେଉଛନ୍ତି ଭାରତୀୟ ସଭ୍ୟତାର ଅବିଚ୍ଛେଦ୍ୟ ଅଙ୍ଗ: ଧର୍ମେନ୍ଦ୍ର ପ୍ରଧାନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଇନ୍ଦୋରରେ ମଙ୍ଗଳବାର ଆୟୋଜିତ ୧୭ଶ ‘ପ୍ରବାସୀ ଭାରତୀୟ ଦିବସ ୨୦୨୩’ ସମ୍ମିଳନୀର ଉଦ୍ଯାପନ ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରବାସୀ ଭାରତୀୟଙ୍କ ସହ ମିଳିତ ଭାବରେ ଭାରତକୁ ଏକ […]









