ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମଙ୍ଗୁ ମଠ ଭଙ୍ଗା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ମାମଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମଙ୍ଗୁ ମଠ ଭଙ୍ଗା ଘଟଣାରେ ଦିଲ୍ଲୀ, ମହାରାଷ୍ଟ୍ର, ଝାଡ଼ଖଣ୍ଡର ଭକ୍ତମାନେ ଏହି ଘଟଣାରେ ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ମାମଲା ଦାୟର କରିଛନ୍ତି। ଦିଲ୍ଲୀର ଜଗଜିତ ସିଂହ, ରାଜୀବ କୁମାର, ଝାଡ଼ଖଣ୍ଡର ସଚ୍ଚା ସିଂହ, […]









