ରାଜଧାନୀରେ ପୁଣି କୃଷକ ଆନ୍ଦୋଳନ: ନବୀନ ନିବାସ ଆଡ଼କୁ ଯିବା ବାଟରେ ଚାଷୀଙ୍କୁ ଉଠାଇନେଲା ପୁଲିସ
ଭୁବନେଶ୍ବର: ରାଜଧାନୀରେ ଆଜି ସକାଳେ ପୁଣି କୃଷକ ଆନ୍ଦୋଳନ ଦେଖିବାକୁ ମିଳିଛି। ଆଜି ଶତାଧିକ ଚାଷୀ ଦୁଇଟି ଟ୍ରାକ୍ଟରରେ ଧାନ ବସ୍ତା ଆଣି ନବୀନ ନିବାସ ଆଡ଼କୁ ଯିବାକୁ ଉଦ୍ୟମ କରିଥିଲେ। ହେଲେ ନବୀନ ନିବାସକୁ ଯିବା ବାଟରେ ନବନିର୍ମାଣ କୃଷକ ସଂଗଠନର କର୍ମୀମାନଙ୍କୁ ଉଠାଇ ନେବାରେ ସଫଳ ହୋଇଥିଲା ପୁଲିସ। ନବନିର୍ମାଣ କୃଷକ ସଂଗଠନର କର୍ମୀମାନେ ରାସ୍ତାରେ ଧାନ ଢାଳି ପ୍ରତିବାଦ କରିଥିଲେ। ନବୀନ ନିବାସ ଯିବା ବାଟରେ ପୁଲିସ ଅଟକାଇବା ଯୋଗୁ କୃଷକ ଓ […]









