ଆଜି ବିଜେଡି ପାଳିବ ରୌପ୍ୟ ଜୟନ୍ତୀ, ନୂଆବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଦେବେ ଗୁରୁମନ୍ତ୍ର
ପୁରୀ : ସୋମବାର ଦିନ ବିଜେଡି ତା’ର ୨୫ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି। ଏଥିପାଇଁ ପୁରୀ ତାଳବଣିଆ ପଡ଼ିଆଠାରେ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୫୦ ହଜାର କର୍ମକର୍ତ୍ତା ଯୋଗଦେବେ। ମୁଖ୍ୟମନ୍ତ୍ରୀ ତଥା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦଳୀୟ କର୍ମୀଙ୍କୁ ମାର୍ଗଦର୍ଶନ କରିବେ। ୨୦୨୪ ନିର୍ବାଚନ ପାଇଁ ନୂଆବର୍ଷରୁ ନୂଆ ରଣନୀତି ନେଇ କାମ କରିବାକୁ ଗୁରୁମନ୍ତ୍ର ଦେବେ। ସେହି […]









