ରାଜ୍ୟ ସ୍ପେଶାଲ ରିପୋର୍ଟ

ଗୋପାଳ ପଣ୍ଡା ଓ ଜଗନ୍ନାଥ ବେହେରା ପାଇଲେ ‘କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ବର : ଏଥର ଓଡ଼ିଶୀ ସଙ୍ଗୀତ ଓ ପାଲାକୁ ମିଳିଛି ସର୍ବୋଚ୍ଚ ସମ୍ମାନ। ୨୦୨୧ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମିର ସର୍ବୋଚ୍ଚ ସମ୍ମାନ ‘କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ଗ୍ରହଣ କରିଛନ୍ତି ବିଶିଷ୍ଟ ଓଡ଼ିଶୀ ସଙ୍ଗୀତ ଗୁରୁ ଗୋପାଳ ପଣ୍ଡା। ସେହିଭଳି ୨୦୨୨ ମସିହା ପାଇଁ ଏହି ସମ୍ମାନ ପାଇଛନ୍ତି ବିଶିଷ୍ଟ ପାଲା ଗାୟକ ଜଗନ୍ନାଥ ବେହେରା। ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଅର୍ଥରାଶି ସହ ଉପଢ଼ୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି। […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଅର୍ଚ୍ଚନା ନାଗ ମାମଲା: ଜାତୀୟ ମାନବାଧିକାର କମିସନରେ ଅଭିଯୋଗ

ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା ଏବେ ଜାତୀୟ ମାନବାଧିକାର କମିସନରେ ପହଞ୍ଚିଛି। ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏନେଇ କମିସନଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ସେ ଉଲ୍ଲେଖ କରିଛନ୍ତି ଯେ ଅର୍ଚ୍ଚନା ନାଗ ଅନେକ ନିରୀହ ଝିଅଙ୍କ ଇଜ୍ଜତ ସହିତ ଖେଳିବା ସହିତ ସେମାନଙ୍କୁ ନେତା, ମନ୍ତ୍ରୀ, ପୁଲିସ ଅଧିକାରୀ, ଶିଳ୍ପପତି, ହୋଟେଲ ବ୍ୟବସାୟୀଙ୍କ ନିକଟକୁ ପଠାଇଛି। କେବଳ ସେତିକି କରି ନାହିଁ, ନଗ୍ନ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଲକାନଗିରି ସୀମାନ୍ତରେ ପୁଲିସ- ନକ୍ସଲ ଗୁଳିବିନିମୟ: ଜଣେ ନକ୍ସଲ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଲିସ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଛି। ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ୱେବ ଡିଆରଜି ଟିମ ମିରତୁର ଥାନା ଅନ୍ତର୍ଗତ ତିମେନର ଏବଂ ପରୋବଡା ଜଙ୍ଗଲରେ କୁମ୍ବିଂ କରୁଥିବା ବେଳେ ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ନକ୍ସଲ ଛାତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ସର୍ଚ୍ଚ ଅପରେସନ କରୁଥିବା […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଅର୍ଚ୍ଚନା କହିଲେ ଅଳ୍ପ, ଲୁଚାଇଲେ ଅଧିକ

ଭୁବନେଶ୍ବର : ମୋତେ ମାତ୍ର ୩୦ ମିନିଟ୍ ସମୟ ଦିଅ, ମୁଁ ରାଜ୍ୟ ଦୋହଲାଇ ଦେବି। ୧୩ ଦିନ ତଳେ ଗଣମାଧ୍ୟମ ସମ୍ମୁଖରେ ଏଭଳି ବିସ୍ଫୋରକ ବୟାନ ଦେଇଥିଲେ ଅର୍ଚ୍ଚନା ନାଗ। ଏହା ପରେ ପରେ ଇଡି ଅର୍ଚ୍ଚନାଙ୍କୁ ଦୁଇ ଥରରେ ୧୩ ଦିନ ରିମାଣ୍ଡରେ ନେଲା। କିନ୍ତୁ ୩୦ ମିନିଟରେ ରାଜ୍ୟ ଦୋହଲାଇ ଦେବା କଥା କହୁଥିବା ଅର୍ଚ୍ଚନା ତାଙ୍କ ପାଟିରେ ତାଲା ପକାଇଦେଲେ। ଇଡି ଅଧିକାରୀଙ୍କଠାରୁ ଆରମ୍ଭ କରି ଗଣମାଧ୍ୟମ ପ୍ରତିନିଧିଙ୍କ କୌଣସି ପ୍ରଶ୍ନର […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ନିଖୋଜର ପାଞ୍ଚ ଦିନ ପରେ ଅମ୍ରିତ ଉଦ୍ଧାର

ଓଡ଼ଗାଁ : କୁରାଳ ଗ୍ରାମରୁ ଅପହୃତ ହୋଇଥିବା ନାବାଳକ ଅମ୍ରିତକୁ ସୋମବାର ଭୋର୍‌ରୁ ଗ୍ରାମର ଏକ ଘର ଭିତରୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଗତ ଗୁରୁବାର ଓଡ଼ଗାଁ ଥାନା କୁରାଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ପୁଅ ଅମ୍ରିତ ଟ୍ୟୁସନ୍ ଯାଇ ନିଖୋଜ ହେବା ଘଟଣା ସାରା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିଲା। ୫ ଦିନ ଧରି ଜିଲ୍ଲା ପୁଲିସ, ସାଇଣ୍ଟଫିକ୍ ଟିମ୍ ତନାଘନା କରିଥିଲେ ମଧ୍ୟ ଅମ୍ରିତର ସନ୍ଧାନ ମିଳିନଥିଲା। ଘଟଣା ଉପରୁ ପରଦା ହଟାଇବାକୁ […]

ଅପରାଧ ରାଜ୍ୟ

ମମିତା ମେହେର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା

କଣ୍ଟାବାଞ୍ଜି: ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ ସ୍କୁଲ୍‌ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା କରିଥିବାର ଖବର ମିଳିଛି। ସେ ଜେଲରେ ନିଜ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଚାରାଧୀନ କଏଦୀ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକେ। ଆଜି ଗୋବିନ୍ଦ କୋର୍ଟରେ ହାଜର ହୋଇଥାନ୍ତେ। ଏଣେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ: ଖୋଲିନି ଦୋକାନ ବଜାର, ଗାଡ଼ି ଚଳାଚଳ ଠପ୍

ବିଶୋଇ/ବାରିପଦା: ମୟୂରଭଞ୍ଜ ବନ୍ଦ ଡାକରାର ପ୍ରଭାବ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଜିଲ୍ଲାର ଅଧିକାଂଶ ସ୍ଥାନରେ ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି। ବାରିପଦା ସମେତ ରାଇରଙ୍ଗପୁର, କରଞ୍ଜିଆ ଉପଖଣ୍ଡର ବିଶୋଇ, ଜଶିପୁର,ବହଳଦା ସମେତ ଅନେକ ଅଞ୍ଚଳରେ ଆଜି ଏଭଳି ଦୃଶ୍ୟ ପରିଲକ୍ଷିତ ହୋଇଛି। ମୋଟାମୋଟି ଭାବେ ଜିଲ୍ଲାରେ ଜନଜୀବନ ପ୍ରଭାବିତ ହୋଇଛି। ଉଲ୍ଲେଖଯୋଗ୍ୟ, ଅଲ୍ଚିକି, ହୋ ଓ ମୁଣ୍ଡାରୀ ଭାଷା ଶିକ୍ଷକଙ୍କୁ ନ୍ୟାୟ ଦାବିରେ ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଇଡକଲ୍ ଡେପୁଟି ମ୍ୟାନେଜରଙ୍କ ଘରେ ପଶିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରା। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଚଢ଼ାଉ କରୁଥିବାର ଖବର ମିଳିଛି। ଭୁବନେଶ୍ୱର, କୋରାପୁଟ, ରାୟଗଡ଼ା ଓ ନୟାଗଡ଼ ସମେତ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। ସୂଚନା ଅନୁଯାୟୀ, ରାଜଧାନୀର ମଞ୍ଚେଶ୍ୱର ଇଣ୍ଡଷ୍ଟ୍ରିଆଲ୍ ଇଷ୍ଟେଟରେ ଜୋନ୍ ଡିସେକ୍ଟର-ଏରେ ଥିବା ତିନି ମହଲା କୋଠା, ଭୁବନେଶ୍ୱରର […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଶେଷ ପର୍ଯ୍ୟାୟରେ ୧୨୩ ଫୁଟର ଧ୍ୟାନମଗ୍ନ ମହାଦେବଙ୍କ ମୂର୍ତ୍ତି ନିର୍ମାଣ କାର୍ଯ୍ୟ

ଯାଜପୁରସଦର : ସାରା ଓଡ଼ିଶା ଦେଖିବ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି। ଯାଜପୁରରେ ଚାଲିଥିବା ୧୨୩ ଫୁଟ ଉଚ୍ଚର ମହାଦେବଙ୍କ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ। ଏହା ରାଜ୍ୟର ସବୁଠାରୁ ଉଚ୍ଚ ମୂର୍ତ୍ତି ହେବ ବୋଲି ସୂଚନା ମିଳିଛି। ପୂର୍ବରୁ ରାଉରକେଲା ହନୁମାନ ବାଟିକାରେ ୭୫ ଫୁଟର ହନୁମାନ ମୂର୍ତ୍ତି ଓ କୋ‌ରାପୁଟର ଦାମନଯୋଡ଼ିରେ ୧୧୦ ଫୁଟ ଉଚ୍ଚତାର ହନୁମାନ ମୂର୍ତ୍ତି ରହିଛି। ଯାଜପୁରରେ ମା ବିରଜାଙ୍କ ମନ୍ଦିର ରହିଥିବାବେଳେ ଦଶାଶ୍ବମେଧ ଘାଟ ରହିଛି। […]

ରାଜନୀତି ରାଜ୍ୟ

ଉତ୍ସର୍ଗୀକୃତ ସେବା ମାଧ୍ୟମରେ ଲୋକଙ୍କ ନିକଟତର ହୁଅ

ଭୁବନେଶ୍ବର : ଆସନ୍ତା ୨୬ ତାରିରେ ବିଜୁ ଜନତା ଦଳ ୨୫ ବର୍ଷ ପୂରଣ କରିବା ସହ ୨୬ ବର୍ଷରେ ପଦାର୍ପଣ କରିବ। ଡିସେମ୍ବର ୨୬ରୁ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଆଜି ଏ ନେଇ ଦଳର ସବୁ କାର୍ଯ୍ୟକର୍ତ୍ତାଙ୍କୁ ଚିଠି ଲେଖିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ। ବର୍ଷସାରା ବିଭିନ୍ନ ଉତ୍ସର୍ଗୀକୃତ ଲୋକସେବା ମାଧ୍ୟମରେ ସବୁ ବର୍ଗର ଜନଗଣଙ୍କ ଅଧିକ ନିକଟତର ହୋଇ ଜନସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରିବାକୁ ସେ […]